ନୂଆଦିଲ୍ଲୀ : ଆଜି ଗୁରୁ ଦିବସ ପାଳନ ଅବସରରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ୪୭ ଜଣ କୃତୀ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର-୨୦୨୦’ ପ୍ରଦାନ କରିଛନ୍ତି। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନବ ପ୍ରଣାଳୀରେ ଶିକ୍ଷାଦାନ କରିଥିବାରୁ ଏହି ଶିକ୍ଷକମାନଙ୍କୁ ରାଷ୍ଟ୍ରପତି ଗୁରୁ ଦିବସ ଅବସରରେ ସମ୍ବର୍ଦ୍ଧିତ କରିଛନ୍ତି। ଭର୍ଚୁଆଲ୍ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଉପସ୍ଥିତ ଥିଲେ।
୪୭ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର
/sambad/media/post_attachments/wp-content/uploads/2020/09/QT-Teachers-Day.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)