୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

Advertisment
୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

କୋଲକାତା,: କୋଲକାତା ପୁଲିସର ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ ୪ ଜଣ ସନ୍ଧିଗ୍ଧ ଆଇଏସ୍‌ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୩ ଜଣ ବାଂଲାଦେଶୀ ନାଗରିକ ରହିଛନ୍ତି। ସେମାନଙ୍କଠାରୁ ଜିହାଦୀ ପୁସ୍ତକ, ମୋବାଇଲ୍‌ ଫୋନ ଆଦି ଜବତ ହୋଇଛି। ଆଇଏସ୍‌ ଆତଙ୍କବାଦୀ ସଂଗଠନ ସହିତ ସେମାନେ କେବେଠାରୁ ସଂପୃକ୍ତ ଅଛନ୍ତି, ସେ ନେଇ ଖୋଳତାଡ଼ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe