୪ ଆତଙ୍କବାଦୀ ନିପାତ, ଯବାନ ସହିଦ

ଶ୍ରୀନଗର: ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ନିରୋଧ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରାଯାଇଛି। ଆଜି ଦକ୍ଷିଣ କଶ୍ମୀରର ପୁଲୱାମା ଏବଂ କୁଲଗାମ୍‌ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିରେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି।

ସମ୍ବନ୍ଧିତ ଖବର