ଆରତି ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ

Advertisment
୨ ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ବ

ନୂଆଦିଲ୍ଲୀ : ୧୯୯୦ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ତଥା କେନ୍ଦ୍ର ସରକାରଙ୍କ ରସାୟନ ଓ ପେଟ୍ରୋ ରସାୟନ ବିଭାଗର ସଚିବ ଆରତି ଆହୁଜାଙ୍କୁ ସାର ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ନିଯୁକ୍ତି ସଂପର୍କିତ କ୍ୟାବିନେଟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଶ୍ରୀମତୀ ଆହୁଜା ଅତିରିକ୍ତ ଦାୟିତ୍ବରେ ରହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe