ଯମୁନା ଏକ୍ସପ୍ରେସ୍‌ୱେରେ ଦୁର୍ଘଟଣା, ୫ ମୃତ

ଯମୁନା ଏକ୍ସପ୍ରେସ୍‌ୱେରେ ଦୁର୍ଘଟଣା, ୫ ମୃତ

India.com

ମଥୁରା : ଯମୁନା ଏକ୍ସପ୍ରେସ୍‌ୱେରେ ଆଜି ୨ଟି ପୃଥକ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଘଟଣାରେ ୮ଟି ଗାଡ଼ି ପଛକୁ ପଛ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ପିଜିଆଇ ସଇଫାଇକୁ ପଠାଯାଇଛି। ଅନ୍ୟ ଏକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଘନ କୁହୁଡ଼ି ଯୋଗୁଁ ଏହି ଦୁର୍ଘଟଣା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe