ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ । ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ରାଷ୍ଟ୍ରପତିଙ୍କୁ ଭେଟିଲେ ବି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ସର୍ବଦଳୀୟ ବୈଠକ ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟି ପହଲଗାମ୍ ହମଲା ବାବଦରେ ଅବଗତ କଲେ ଦୁଇ ମନ୍ତ୍ରୀ ।
Union Minister for Home Affairs and Cooperation, Amit Shah and Minister of External Affairs, Dr S Jaishankar called on President Droupadi Murmu at Rashtrapati Bhavan. pic.twitter.com/tsRIl3llz9
— ANI (@ANI) April 24, 2025
ତେବେ ଦୁଇ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ହଠାତ୍ ଭେଟିବାକୁ ନେଇ ଅନେକ କଳ୍ପନା ଜଳ୍ପନା କରାଯାଉଛି । ଆଗକୁ ପାକିସ୍ତାନ ବିରୋଧରେ ଏବଂ ଆତଙ୍କବାଦ ବିରୋଧରେ ବଡ ଆକ୍ସନ ନିଆଯାଇପାରେ ବୋଲି ଅନୁମାନ କରାଯାଉଛି । ହୁଏତ ପହେଲଗାମ୍ ପ୍ରତିଶୋଧ ପାଇଁ କିଛି ଅନୁମତି ନେବାକୁ ରାଷ୍ଟ୍ରପତିଙ୍କୁ ଶାହ ଓ ଜୟଶଙ୍କର ଭେଟିଥାଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/04/24/O5uGw1O37GXke4S1BhnV.jpg)