ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ଜାରି ହୋଇଥିବା ଲକ୍ଡାଉନ୍ ସଂପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଲକ୍ଡାଉନ୍ ବଢ଼ାଯିବା ସଂପର୍କରେ ସେମାନଙ୍କର ମତାମତ ନେଇଥିବା ଜଣାପଡ଼ିଛି। ଲକ୍ ଡାଉନ୍-୪ ଅବଧି ଆସନ୍ତା ୩୧ ତାରିଖରେ ଶେଷ ହେବାକୁ ଯାଉଛି।
ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ
/sambad/media/post_attachments/wp-content/uploads/2020/05/amit-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)