ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ‌ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ

Advertisment
୨୬ରେ ମାଓ ଦମନ ବୈଠକ, ଓଡ଼ିଶା ସ‌ମେତ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ

Deccan Herald

ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ଜାରି ହୋଇଥିବା ଲକ୍‌ଡାଉନ୍ ସଂପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଲକ୍‌ଡାଉନ୍ ବଢ଼ାଯିବା ସଂପର୍କରେ ସେମାନଙ୍କର ମତାମତ ନେଇଥିବା ଜଣାପଡ଼ିଛି। ଲକ୍ ଡାଉନ୍-୪ ଅବଧି ଆସନ୍ତା ୩୧ ତାରିଖରେ ଶେଷ ହେବାକୁ ଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe