ରାଜସ୍ଥାନର ବିକାନେର୍‌ଠାରେ ୪.୮ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ

Advertisment
ରାଜସ୍ଥାନର ବିକାନେର୍‌ଠାରେ ୪.୮ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ

India Today

ବିକାନେର୍‌: ଆଜି ସକାଳ ୭.୪୨ ସମୟରେ ରାଜସ୍ଥାନର ବିକାନେର୍‌ଠାରେ ୪.୮ ତୀବ୍ରତା ବିଶିଷ୍ଟ ଭୂକମ୍ପ ଘଟିଯାଇଛି। ଏ ନେଇ ନେସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସେସମୋଲୋଜି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

ଏହି ଅଞ୍ଚଳରେ ଗତକାଲି ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ବିକାନେର୍‌ଠାରେ ଗତକାଲି ଭୋର୍‌ ୫.୨୪ ସମୟରେ ୫.୩ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ ‌ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe