ଗାଙ୍ଗ୍ଟକ୍: ସିକିମରେ ଭାରତୀୟ ସେନାକୁ ମିଳିଛି ବଡ଼ ସଫଳତା । ଭୂସ୍ଖଳନ ପରେ ଫସି ରହିଥିବା ୧୨ ଶହରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଯବାନ । ଆଉ କିଛି ପର୍ଯ୍ୟଟକ ଫସି ରହିଥିବା ବେଳେ ଖୁବଶୀଘ୍ର ସେମାନଙ୍କୁ ଉଦ୍ଧାର କରାଯିବ ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଭୂସ୍ଖଳନରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ସିକିମ ଭୂସ୍ଖଳନ ପରେ ଫସି ରହିଥିବା ୧୨ ଶହରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ
/sambad/media/post_attachments/wp-content/uploads/2024/06/Untitled-91.jpg)