ଅଯୋଧ୍ୟା ବିବାଦ:ଜମି ଅଧିଗ୍ରହଣ ଆଇନକୁ ସୁପ୍ରିମ୍‌ କୋର୍ଟରେ ଚ୍ୟାଲେଞ୍ଜ୍‌

0

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ୍‌ ଅଂଚଳରେ ହୋଇଥିବା ୧୯୯୩ର ଜମି ଅଧିଗ୍ରହଣକୁ ଚ୍ୟାଲେଂଜ କରି ଆଜି ସୁପ୍ରିମ୍‌ କୋର୍ଟରେ ମାମଲା ରୁଜୁ ହୋଇଛି। ରାଜ୍ୟର ଜମିକୁ ସଂସଦର କୌଣସି ଆଇନ ବଳରେ ଅଧିଗ୍ରହଣ କରିବା ଅଧିକାର ନାହିଁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Leave A Reply

Your email address will not be published.