ବାଂଲାଦେଶର ହିନ୍ଦୁ ନେତା ତଥା ଇସ୍କନ ସାଧୁ ଚିନ୍ମୟକୃଷ୍ଣ ଦାସଙ୍କୁ ଦେଶଦ୍ରୋହ ଅଭିଯୋଗରେ ଗତ କିଛି ଦିନ ତଳେ ଗିରଫ କରାଯାଇଥିଲା। ଏହାକୁ ନେଇ ଭାରତ ସମେତ ସାରା ବିଶ୍ବରେ ଥିବା ହିନ୍ଦୁମାନଙ୍କ ମଧ୍ୟରେ ପ୍ରବଳ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହା ସତ୍ତ୍ବ ବାଂଲାଦେଶ ସରକାର ଚିନ୍ମୟ ଦାସଙ୍କୁ ଏପର୍ଯ୍ୟନ୍ତ ମୁକ୍ତ କରିନାହାନ୍ତି ।