ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ବଂଶଧାରା ଜଳବିବାଦ ମାମଲାର ଶୁଣାଣି ଆସନ୍ତା ବର୍ଷ ଜାନୁଆରି ୨୫କୁ ଘୁଞ୍ଚିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୁଡ଼, ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଏବଂ ବିଚାରପତି ଜଷ୍ଟିସ୍ ବିକ୍ରମ ନାଥଙ୍କ ଖଣ୍ଡପୀଠରେ ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ହେବାର ଥିଲା। ହେଲେ ଆଜି ଖଣ୍ଡପୀଠ ଏହି ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି ନ କରି ମାମଲାକୁ ସ୍ଥଗିତ ରଖିଥିଲେ।
ଜାନୁଆରି ୨୫କୁ ଘୁଞ୍ଚିଲା ବଂଶଧାରା ଶୁଣାଣି
/sambad/media/post_attachments/wp-content/uploads/2021/09/bansadhara.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)