Odisha Bytes
ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ବଂଶଧାରା ଜଳବିବାଦ ମାମଲାର ଶୁଣାଣି ଆସନ୍ତା ଅଗଷ୍ଟ ୧୧କୁ ଧାର୍ଯ୍ୟ କରାଯାଇଛି। ଏହି ମାମଲାରେ ଟ୍ରିବ୍ୟୁନାଲଙ୍କ ରାୟକୁ ବିରୋଧ କରି ଓଡ଼ିଶା ପକ୍ଷରୁ ତିନିଟି ସ୍ବତନ୍ତ୍ର ଲିଭ୍ ପିଟିସନ୍ ସୁପ୍ରିମକୋର୍ଟରେ ଦାଏର କରାଯାଇଛି। ଶୁଣାଣି ପାଇଁ ଏସ୍ଏଲ୍ପିଗୁଡ଼ିକୁ ଶୀର୍ଷରେ ତାଲିକାଭୁକ୍ତ କରିବା ପାଇଁ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୁଡ଼, ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଓ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ଆଦେଶରେ କହିଛନ୍ତି। ମାମଲାର ଚୂଡ଼ାନ୍ତ ଶୁଣାଣି ବର୍ତ୍ତମାନ ସୁଦ୍ଧା ଆରମ୍ଭ ହୋଇନାହିଁ।
Follow Us