ଚଣ୍ଡିଗଡ଼: ଆଇପିଏଲ ୨୦୨୫ର ୩୭ତମ ମ୍ୟାଚ୍ ପଞ୍ଜାବ କିଙ୍ଗସ୍ ଏବଂ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍ ଚଣ୍ଡିଗଡ଼ର ମୁଲାନପୁରର ମହାରାଜା ଯାଦବନ୍ଦ୍ର ସିଂ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଉଛି। ବେଙ୍ଗାଲୁରୁ ଜିତିଲା ଟସ୍: ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ପଞ୍ଜାବ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

Advertisment