ବିକ୍ରମାଦିତ୍ୟ ସିଂହଙ୍କୁ ଜାମିନ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପୁଅ ତଥା କଂଗ୍ରେସ ନେତା ବିକ୍ରମାଦିତ୍ୟ ସିଂହଙ୍କୁ ଆଜି ଦୁର୍ନୀତି ମାମଲାରେ ଦିଲ୍ଲୀ କୋର୍ଟ ଜାମିନ୍‌ ମଞ୍ଜୁର କରିଛନ୍ତି। ସ୍ୱତନ୍ତ୍ର ବିଚାରପତି ଅରବିନ୍ଦ କୁମାର ଆଜି ବିକ୍ରମାଦିତ୍ୟଙ୍କୁ ୫୦,୦୦୦ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ୍‌ ମଞ୍ଜୁର କରିଛନ୍ତି।

ସମ୍ବନ୍ଧିତ ଖବର