ଦେଶର ଏହି ୯ଟି ରାଜ୍ୟରେ ବାର୍ଡ ଫ୍ଲୁ ଦେଖା ଦେଇଥିବା ନିଶ୍ଚିତ ହୋଇଛି: ପ୍ରଧାନମନ୍ତ୍ରୀ ମୋଦୀ

Advertisment
ଦେଶର ଏହି ୯ଟି ରାଜ୍ୟରେ ବାର୍ଡ ଫ୍ଲୁ ଦେଖା ଦେଇଥିବା ନିଶ୍ଚିତ ହୋଇଛି: ପ୍ରଧାନମନ୍ତ୍ରୀ ମୋଦୀ

News Nation

ନୂଆଦିଲ୍ଲୀ: ଦେଶର ୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଯଥା: କେରଳ, ରାଜସ୍ଥାନ, ହିମାଚଳ ପ୍ରଦେଶ, ଗୁଜୁରାଟ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ବାର୍ଡ ଫ୍ଲୁ ଦେଖା ଦେଇଥିବା ନିଶ୍ଚିତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି।

ଆଜି ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସହ କରିଥିବା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ସୂଚନା ଦେବା ସହ ବାର୍ଡ ଫ୍ଲୁ ବିସ୍ତାରକୁ ନିୟନ୍ତ୍ରଣ କରିବା ପାଇଁ କୁକୁଡ଼ା ଫାର୍ମ, ପ୍ରାଣୀ ଉଦ୍ୟାନ, ଜଳସମ୍ପଦ ଉପରେ ନିରନ୍ତର ନଜର ରଖିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe