ଚଣ୍ଡିଗଡ଼: ବିଜେପି ନେତାଙ୍କୁ ହତ୍ୟା । ହରିୟାଣା ସୋନିପତରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ଜମି ବିବାଦକୁ ନେଇ ଗତକାଲି ହତ୍ୟାକାଣ୍ଡ ହୋଇଥିବା ସୂଚନା ।
ଖବର ଅନୁସାରେ ଜବାହର ଗାଁରେ ଗତକାଲି ଏଭଳି ହତ୍ୟାକାଣ୍ଡ ହୋଇଛି । ବିଜେପି ନେତା ତଥା ଗାଁ ମୁଖିଆ ସୁରେନ୍ଦ୍ର ଜବାହରଙ୍କୁ ଗୁଳି ମାରି ହତ୍ୟା କରାଯାଇଛି । ହତ୍ୟାକାରୀର ନାଁ ମୋନୁ । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ମୃତକ ବିଜେପି ନେତା ସୁରେନ୍ଦ୍ର ନିଜ ପଡୋଶୀଙ୍କ ଠାରୁ ଜମି କିଣିଥିଲେ । ମାତ୍ର ସେଥିରେ କିଛି ବିବାଦ ରହିଥିଲା ଯାହାର ପରିଣାମ ସ୍ବରୂପ ଜମି ପାଇଁ ଜୀବନ ଗଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/03/15/LlGEGhbddrSwhnJrJV5B.jpg)