ଆସନ୍ତାକାଲି ସିବିଏସଇ ଦଶମ-ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ!

ଆସନ୍ତାକାଲି ସିବିଏସଇ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ମଙ୍ଗଳବାର ପୂର୍ବାହ୍ନ ୧୦ ଟା ସମୟରେ ଫଳ ପ୍ରକାଶନ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।...

CBSE 10th-12th class exam results tomorrow!

CBSE 10th-12th class exam results tomorrow! Photograph: (sambad.in)

ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ମଙ୍ଗଳବାର ପୂର୍ବାହ୍ନ ୧୦ ଟା ସମୟରେ ଫଳ ପ୍ରକାଶନ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।

ଛାତ୍ରଛାତ୍ରୀ www.cbse.gov.in, cbseresults.nic.inରେ ରେଜଲ୍ଟ ଦେଖି ପାରିବେ ।

ଅଧିକ ପଢ଼ନ୍ତୁ: ଚୋରା ପୀରତି ଧରାପଡ଼ିଲା: ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ହାତ ଧରିଲେ ମହିଳା

ଚଳିତବର୍ଷ ଦଶମ ଏବଂ ଦ୍ବାଦଶରେ ମୋଟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଦଶମରେ ୨୪ ଲକ୍ଷ ୧୨ ହଜାର ଏବଂ ଦ୍ବାଦଶ ଶ୍ରେଣୀରେ ୧୭ ଲକ୍ଷ ୮୮ ହଜାର ପରିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଅଧିକ ପଢ଼ନ୍ତୁ: ଆନ୍ତଃରାଜ୍ୟ ନକଲି ଟଙ୍କା ରାକେଟର ପର୍ଦ୍ଦାଫାଶ୍: ୨ ଗିରଫ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe