ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ

Advertisment
ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସେ କହିଛନ୍ତି, ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ବସ୍ତରୀୟ କରାଯିବ। ଏଣୁ ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe