କେନ୍ଦ୍ରମନ୍ତ୍ରୀ ଅନନ୍ତ କୁମାରଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ : ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା କେନ୍ଦ୍ରମନ୍ତ୍ରୀ ଅନନ୍ତ କୁମାର ହେଗଡ଼େ ଏବେ ପୁଣି ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହିଛନ୍ତି। କର୍ଣ୍ଣାଟକ କଂଗ୍ରେସ ଅଧ୍ୟକ୍ଷ ଦିନେଶ ଗୁଣ୍ଡୁ ହେଗଡ଼େ ତାଙ୍କର ମୁସ୍‌ଲିମ ପତ୍ନୀ ତବୁ ରାଓଙ୍କ ପଛରେ ଗୋଡ଼ାଇଛନ୍ତି ବୋଲି ହେଗଡ଼େ କହିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏଥିପାଇଁ ତାଙ୍କୁ କଡ଼ା ସମାଲୋଚନା କରି ସେ କେନ୍ଦ୍ରମନ୍ତ୍ରୀ ହେବାକୁ ଯୋଗ୍ୟ ନୁହନ୍ତି ବୋଲି କହିଛନ୍ତି।

ସମ୍ବନ୍ଧିତ ଖବର