ସିଭିଲ ସର୍ଭିସ ପରୀକ୍ଷା ଅକ୍ଟୋବର ୧୦କୁ ଘୁଞ୍ଚିଲା

Advertisment
ୟୁପିଏସ୍‌ସି ମାଗଣା କୋଚିଂ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ

english.jagran.com

ନୂଆଦିଲ୍ଲୀ : କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ପକ୍ଷରୁ ଆସନ୍ତା ଜୁନ ୨୭ରେ ହେବାକୁ ଥିବା ୨୦୨୧ ବର୍ଷର ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷାକୁ ଆସନ୍ତା ଅକ୍ଟୋବର ୧୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। କରୋନା ମହାମାରୀ ପରିପ୍ରେକ୍ଷୀରେ ଆୟୋଗ ଏହି ନିଷ୍ପତ୍ତି ନେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe