କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟି ଗତ ସେପ୍ଟେମ୍ବରରେ କଂଗ୍ରେସରେ ଯୋଗ ଦେଇଥିଲେ ଭିନେଶ ଫୋଗଟ୍‌। ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିବା ପୂର୍ବରୁ ରେଳ ଚାକିରିରୁ ଇସ୍ତଫା ଦେଇଥିଲେ।