ଦିଲ୍ଲୀ ନିର୍ବାଚନ: ପ୍ରାରମ୍ଭିକ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ, ଜାଣନ୍ତୁ ଆପ୍‌ର ଅବସ୍ଥା

ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଛି।ପ୍ରାରମ୍ଭିକ ଟ୍ରେଣ୍ଡରେ, ବିଜେପି ୪୩ଟି ଆସନରେ ଆଗୁଆ ଥିବା ଦେଖାଯାଉଛି...

ଅଦ୍ୟତନ ହୋଇଛି
BJP far ahead of majority in trends

BJP far ahead of majority in trends Photograph: (sambad.in)

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି।  ପ୍ରାରମ୍ଭିକ ଟ୍ରେଣ୍ଡରେ ଟ୍ରେଣ୍ଡରେ ବହୁମତଠାରୁ ବିଜେପି ବହୁ ଆଗରେ ରହିଛି। 

ପ୍ରାରମ୍ଭିକ ଟ୍ରେଣ୍ଡରେ, ବିଜେପି ୪୩ଟି ଆସନରେ ଆଗୁଆ ଥିବା ଦେଖାଯାଉଛି। ସେହିପରି, ଆମ ଆଦମୀ ପାର୍ଟି ୨୩ଟି ଆସନରେ ଏବଂ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ଅଛି।

ଅଧିକ ପଢ଼ନ୍ତୁ: ଦିଲ୍ଲୀ ନିର୍ବାଚନ: ଭୋଟ ଗଣତି ଜାରି, ପ୍ରାରମ୍ଭିକ ଟ୍ରେଣ୍ଡରେ ଅରବିନ୍ଦ କେଜରିୱାଲ, ମନୀଷ ସିସୋଡିଆ ଏବଂ ଆତିଶୀ ପଛୁଆ

ସୂଚନାଯୋଗ୍ୟ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ସରକାର ଗଠନ ପାଇଁ କୁହୁକ ସଂଖ୍ୟା ୩୬ ରହିଛି। 

ଅଧିକ ପଢ଼ନ୍ତୁ: ଦିଲ୍ଲୀ ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ଭୋଟ ଗଣତି, ବିଜେପି ଆପ୍ ମଧ୍ୟରେ କଡ଼ା ଟକ୍କର

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe