ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ହେଲେ ରାଷ୍ଟ୍ରପତି ପ୍ରାର୍ଥୀ । ରିପବ୍ଲିକାନ୍ କନଭେନସନରେ ଦଳ ପକ୍ଷରୁ ଘୋଷଣା ହୋଇଛି । ସିନେଟର ଜେଡି ବେସ୍ ହେଉଛନ୍ତି ଉପରାଷ୍ଟ୍ରପତି ପ୍ରାର୍ଥୀ । ଟ୍ରମ୍ପଙ୍କୁ ଗୁଳିମାଡ ପରେ ଆମେରିକାରେ ବଢିଛି ରାଜନୈତିକ ଉଷ୍ମତା ।
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଡୋନାଲ୍ଡ ଟ୍ରମ୍ପ୍
/sambad/media/post_attachments/wp-content/uploads/2024/07/Untitled-96.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)