Earthquake in Uttarakhand: ଥରିଲା ଉତ୍ତରାଖଣ୍ଡ... ବାଗେଶ୍ୱରରେ ୩.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ

Advertisment

ମଙ୍ଗଳବାର ସକାଳେ ଉତ୍ତରାଖଣ୍ଡର ବାଗେଶ୍ୱର ଜିଲ୍ଲା ନିକଟରେ ୩.୫ ଭଳି ନିମ୍ନ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏଥିରେ କୌଣସି ଧନଜୀବନ ହାନି ହୋଇନାହିଁ ବୋଲି ଅଧିକାରୀମାନେ କହିଛନ୍ତି

ମଙ୍ଗଳବାର ସକାଳେ ଉତ୍ତରାଖଣ୍ଡର ବାଗେଶ୍ୱର ଜିଲ୍ଲା ନିକଟରେ ୩.୫ ଭଳି ନିମ୍ନ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏଥିରେ କୌଣସି ଧନଜୀବନ ହାନି ହୋଇନାହିଁ ବୋଲି ଅଧିକାରୀମାନେ କହିଛନ୍ତି

Untitled-30

Earthquake Photograph: (sambad.in)

ପିଥୋରାଗଡ଼: ମଙ୍ଗଳବାର ସକାଳେ ଉତ୍ତରାଖଣ୍ଡର ବାଗେଶ୍ୱର ଜିଲ୍ଲା ନିକଟରେ ୩.୫ ଭଳି ନିମ୍ନ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏଥିରେ କୌଣସି ଧନଜୀବନ ହାନି ହୋଇନାହିଁ ବୋଲି ଅଧିକାରୀମାନେ କହିଛନ୍ତି।

ଆହୁରି ପଢନ୍ତୁ- Gill Gave Gift: ସର୍ଫରାଜଙ୍କୁ ଗିଲ୍‌ଙ୍କ ସରପ୍ରାଇଜ୍‌ ଗିପ୍ଟ

ଜିଲ୍ଲା ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟାଳୟର କହିବା ଅନୁସାରେ, ସକାଳ ୭ଟା ୨୫ ମିନିଟ୍‌ରେ ୩.୫ ତୀବ୍ରତାର ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ବାଗେଶ୍ୱର ଜିଲ୍ଲା ମୁଖ୍ୟାଳୟଠାରୁ ପ୍ରାୟ ୩୦ କିଲୋମିଟର ଦୂରରେ ଥିବା କାପକୋଟ ସହର ନିକଟରେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ବାଗେଶ୍ବର ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଶିଖା ସୁୟାଲ କହିଛନ୍ତି ଯେ, ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇନାହିଁ।

ଆହୁରି ପଢନ୍ତୁ- Terror Link: ଟେରର ଲିଙ୍କ୍‌: ୫ ଜମ୍ମୁ କାଶ୍ମୀର ସରକାରୀ କର୍ମଚାରୀ ବହିଷ୍କୃତ: ଶୀର୍ଷ ଏଲଇଟି କମାଣ୍ଡରଙ୍କ ସହ ଜ‌ଣେ ନିୟମିତ ଯୋଗାଯୋଗରେ ଥିଲେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe