ଇସଲାମାବାଦ: ପୁଣି ପାକିସ୍ତାନରେ ଭୂମିକମ୍ପ । ଭୂକମ୍ପ ଝଟକାରେ ପୁଣି ଥରିଲା ପାକିସ୍ତାନ । ସନ୍ଧ୍ୟା ୬ଟା ୬ ମିନିଟରେ ପାକିସ୍ତାନରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୪ ରେକର୍ଡ । ଭୂମିକମ୍ପ ପରେ ଲୋକେ ଛାନିଆରେ ଘରୁ ବାହାରି ଆସିଥିବା ବେଳେ କୌଣସି କ୍ଷୟକ୍ଷତିର ଏଯାଏଁ ସୂଚନା ମିଳିନି ।
ତେବେ ଗତ ଦୁଇ ଦିନ ତଳେ ଅର୍ଥାତ ମଙ୍ଗଳବାର ଦିନ ବି ଭୂମିକମ୍ପରେ ଦୋହଲିଥିଲା ପାକିସ୍ତାନ । ସଂଧ୍ଯା ୭ଟା ୨୦ ବେଳେ ଲାଗିଥିଲା ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୨ ରେକର୍ଡ ହୋଇଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/05/29/8VDt9VCSAAtbibED6Agx.jpg)