ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନର ବ୍ୟବହାର ନେଇ ସ୍ପଷ୍ଟୀକରଣ ମାଗିଲେ ଭାରତୀୟ ନିର୍ବାଚନ କମିସନ

Advertisment
ସିଇଓଙ୍କ ନିକଟରେ ବିଜେପିର ଅଭିଯୋଗ: ସରକାରୀ ଅଧିକାରୀ ବିଜେଡି ପାଇଁ ପ୍ରଚାର କରୁଛନ୍ତି

Ommcom News

ନୂଆଦିଲ୍ଲୀ/ଭୁବନେଶ୍ବର: ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନର ବ୍ୟବହାର ନେଇ ଭାରତୀୟ ନିର୍ବାଚନ କମିସନ ଉଭୟ ଓଡ଼ିଶା ସରକାର ଓ ବିଜେଡିକୁ ସ୍ପଷ୍ଟୀକରଣ ମାଗିଛନ୍ତି। ଆସନ୍ତା ମାର୍ଚ୍ଚ ୨ ତାରିଖ (ଶନିବାର) ସନ୍ଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟୀକରଣ ରଖିବାକୁ ଉଭୟ ରାଜ୍ୟ ସରକାର ଓ ବିଜେଡିକୁ ତାଗିଦ୍ କରାଯାଇଛି।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe