ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତାଙ୍କୁ ଇଡି ସମନ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତାଙ୍କୁ ଇଡି ସମନ

SK TODAY'S NEWS

ରାଞ୍ଚି : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗଣମାଧ୍ୟମ ପରାମର୍ଶଦାତା ଅଭିଷେକ ପ୍ରସାଦଙ୍କୁ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି । ବେଆଇନ ଖଣି ଖନନ ମାମଲାରେ ପିଏମ୍‌ଏଲ୍‌ଏ ଆଇନ ଅଧୀନରେ ପ୍ରସାଦଙ୍କୁ ଆସନ୍ତାକାଲି ଜେରା ପାଇଁ ହାଜର ହେବାକୁ କୁହାଯାଇଛି । ରାଞ୍ଚିରେ ଇଡିର ଆଞ୍ଚଳିକ କାର୍ଯ୍ୟାଳୟରେ ପ୍ରସାଦଙ୍କୁ ଜେରା କରାଯିବ। ବେଆଇନ ଖଣି ଖନନ ସଂକ୍ରାନ୍ତ ମନି ଲଣ୍ଡିରଂ ମାମଲାରେ ପୂର୍ବରୁ ଇଡି ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ପ୍ରତିନିଧି ପଙ୍କଜ ମିଶ୍ରଙ୍କୁ ଗିରଫ କରିସାରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe