ଟିମ୍ ଇଣ୍ଡିଆକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

Advertisment

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି -୨୦ ସିରିଜର ପ୍ରଥମ ମ୍ୟାଚ୍ କୋଲକାତାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଟିମ୍ ଇଣ୍ଡିଆକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଧାର୍ଯ୍ୟ ୨୦ ଓଭରରେ ଇଂଲଣ୍ଡ ଦଳ ୧୩୨ ରନ୍ ସ୍କୋର କରି ଅଲଆଉଟ୍ ହୋଇଥିଲା...

IND vs ENG 1st T20

IND vs ENG 1st T20

କୋଲକାତା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କୋଲକାତାରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଟିମ୍ ଇଣ୍ଡିଆକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି।

ଭାରତ ପାଇଁ ଅର୍ଶଦୀପ ସିଂ ଏବଂ ବରୁଣ ଚକ୍ରବର୍ତ୍ତୀ ଚମତ୍କାର ବୋଲିଂ କରିଥିଲେ। ଚକ୍ରବର୍ତ୍ତୀ ୪ ଓଭରରେ ୨୩ ରନ୍ ଦେଇ ୩ ୱିକେଟ୍ ନେଇଥିଲେ। ଅର୍ଶଦୀପ ଏବଂ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ୨ଟି ୱିକେଟ୍ ନେଇଥିଲେ।

ଅଧିକ ପଢ଼ନ୍ତୁ: ଟ୍ରେନରେ ନିଆଁ ଲାଗିଥିବାର ଶୁଣି ଡେଇଁପଡ଼ିଲେ ଯାତ୍ରୀ, ମାଡ଼ିଗଲା କର୍ଣ୍ଣାଟକ ଏକ୍ସପ୍ରେସ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe