୧୮ରେ ଚାଷୀଙ୍କ ୪ ଘଣ୍ଟିଆ ରେଳରୋକ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନମାନେ ଆଗାମୀ ୧୮ ତାରିଖ ଦିନ ଦେଶବ୍ୟାପୀ ରେଳରୋକ ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି। ୧୮ ତାରିଖ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ରେଳରୋକ ଆନ୍ଦୋଳନ ହେବ ବୋଲି ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା କରାଯାଇଛି।

ସମ୍ବନ୍ଧିତ ଖବର