ଫାରୁକ୍‌ ଓ ଅନ୍ୟ ୩ ଜଣଙ୍କ ବିରୋଧରେ ଚାର୍ଜସିଟ୍‌

Advertisment
'ଜମ୍ମୁକଶ୍ମୀରକୁ ମୋର ଆବଶ୍ୟକତା ଅଛି' କହି ରାଷ୍ଟ୍ରପତି ପ୍ରାର୍ଥୀ ଦୌଡରୁ ଓହରିଲେ ଫାରୁକ୍ ଅବଦୁଲ୍ଲା

ଶ୍ରୀନଗର: ଜମ୍ମୁ କଶ୍ମୀର କ୍ରିକେଟ୍‌ ଆସୋସିଏସନ୍‌ (ଜେକେସିଏ) ଦୁର୍ନୀତି ମାମଲାରେ ସିବିଆଇ ଆଜି ଜମ୍ମୁ କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା ଏବଂ ଅନ୍ୟ ୩ ଜଣଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଛି। ଜେକେସିଏରେ ବେଆଇନ କାର୍ଯ୍ୟକଳାପ ଏବଂ ପାଣ୍ଠି ଆତ୍ମସାତ୍‌ କରିବା ମାମଲାରେ ନ୍ୟାସନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଏବଂ ଅନ୍ୟ ୩ ଜଣଙ୍କ ବିରୋଧରେ ସିବିଆଇ ଆଜି ଶ୍ରୀନଗରର ଏକ ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe