ବଜେଟ ଉପସ୍ଥାପନ କରିବାକୁ ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ

Advertisment
ବଜେଟ ଉପସ୍ଥାପନ କରିବାକୁ ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ

Image Source: ANI

ନୂଆଦିଲ୍ଲୀ: ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ପହଞ୍ଚିଛନ୍ତି। ତାଙ୍କ ସହ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିବା ପରେ ବଜେଟ ଉପସ୍ଥାପନ ପୂର୍ବରୁ ଆୟୋଜନ କରାଯାଇଥିବା କ୍ୟାବିନେଟ୍‌ ବୈଠକ ଆରମ୍ଭ ହୋଇଛି। ବଜେଟ୍‌ କପି ମଧ୍ୟ ସଂସଦକୁ ଅଣାଯାଇଛି।

କ୍ୟାବିନେଟ୍‌ ୨୦୧୯-୨୦ ବଜେଟ୍‌କୁ ଅନୁମୋଦନ କରିଛି। ଖୁବ୍‌ ଶୀଘ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ବଜେଟ୍‌ ଉପସ୍ଥାପନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe