ନୂଆଦିଲ୍ଲୀର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Advertisment
ନୂଆଦିଲ୍ଲୀର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

syracuse.com

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ମୃତାହତଙ୍କ ସୂଚନା ମଧ୍ୟ ମିଳିନାହିଁ।

ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ନୂଆଦିଲ୍ଲୀରେ ଥିବା ଏକ ଗୋଦାମରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲାଭାଇବାରେ ଲାଗିଛନ୍ତି। ଏହି ଗୋଦାମରେ ବହୁ ପରିମାଣର ବିଦ୍ୟୁତ ସରଞ୍ଜାମ ସମେତ ଔଷଧ ଭର୍ତ୍ତିହୋଇ ରହିଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ନିଆଁକୁ ଆୟତ୍ତ କରିବାକୁ ୩୫ଟି ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe