ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସଚିବାଳୟରେ ଅଗ୍ନିକାଣ୍ଡ

Advertisment
ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସଚିବାଳୟରେ ଅଗ୍ନିକାଣ୍ଡ

Pakistan Today

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଇସ୍‌ଲାମାବାଦ ସ୍ଥିତ ସଚିବାଳୟରେ ଆଜି ମଧ୍ୟାହ୍ନରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଥିବା ଜାଣିବାକୁ ମିଳିଛି। ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସଚିବାଳୟର ଷଷ୍ଠ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଘଟିବା ସମୟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସଚିବାଳୟର ପଞ୍ଚମ ମହଲାରେ ଥିବା ତାଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ।


ଅଗ୍ନିକାଣ୍ଡ ସଂପର୍କରେ ଖବର ପାଇବା ମାତ୍ରେ ଅଗ୍ନିଶମ ବିଭାଗର ଏକାଧିକ ନିଆଁଲିଭା ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତକୁ ଆଣିବାକୁ ଉଦ୍ୟମ ଚଳାଇଛନ୍ତି।

ସବିଶେଷ ବିବରଣୀକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe