ଦିଲ୍ଲୀର ଦୁଇଟି ହସ୍ପିଟାଲରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲ ଏବଂ ସହରର ପୂର୍ବ ଭାଗରେ ଥିବା ମାକର ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ଅଗ୍ନିଶମ ବାହିନୀ ତୁରନ୍ତ ଉଭୟ ହସ୍ପିଟାଲରେ ନିଆଁକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇଥିଲେ। ଏହି ଦୁଇଟି ଅଗ୍ନିକାଣ୍ଡ ଘଟଣାରେ କେହି ମୃତାହତ ‌ହୋଇ ନଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର