ନୂଆଦିଲ୍ଲୀ: ଆଉ ନାହାନ୍ତି ଶିବୁ ସୋରେନ । ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ । ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ ।
Former Jharkhand Chief Minister Shibu Soren passes away, confirms his son and Jharkhand CM Hemant Soren. pic.twitter.com/k7FicMLUed
— ANI (@ANI) August 4, 2025
ତେବେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଜେଏମଏମର ପ୍ରତିଷ୍ଠାତା । କିଡନୀ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ । ଆଉ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀରେ ତାଙ୍କର ଦେହାନ୍ତ ହୋଇଛି । ବାପାଙ୍କ ଦେହାନ୍ତ ନେଇ ସୂଚନା ଦେଲେ ପୁଅ ତଥା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ହେମନ୍ତ ଏବେ ଦିଲ୍ଲୀରେ ଅଛନ୍ତି ।
आदरणीय दिशोम गुरुजी हम सभी को छोड़कर चले गए हैं।
— Hemant Soren (@HemantSorenJMM) August 4, 2025
आज मैं शून्य हो गया हूँ...
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/08/04/sibu-2025-08-04-10-17-24.jpg)