ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଆଜି ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଜାତୀୟ ଗଣମାଧ୍ୟମ ସଂସ୍ଥା ଟୁଇଟ ଜରିଆରେ ଏହି ସୂଚନା ଦେଇଛି । ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ଚିକିତ୍ସା ପାଇଁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି ।

Advertisment

ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ସିଂହଙ୍କର ପୂର୍ବରୁ ହାର୍ଟ ସର୍ଜରୀ ହୋଇସାରିଛି ।