ନୂଆଦିଲ୍ଲୀ/ଭୁବନେଶ୍ବର: ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି।
ଏହି ସମୟରେ ରାଜ୍ୟପାଳ ଓଡିଶାର ପ୍ରମୁଖ ବିକାଶମୂଳକ କାର୍ଯ୍ୟକ୍ରମ ତଥା ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିଥିଲେ।
ଅଧିକ ପଢ଼ନ୍ତୁ: ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ
ଉପରାଷ୍ଟ୍ରପତିଙ୍କୁ ଭେଟିବା ପୂର୍ବରୁ ଓଡିଶା ରାଜ୍ୟପାଳ ହରିବାବୁ କମ୍ଭମପତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ।
Met Hon’ble Vice President of India Shri Jagdeep Dhankar ji, in Delhi this morning.
— Dr. Hari Babu Kambhampati (@DrHariBabuK) January 22, 2025
We discussed key developmental programs in Odisha and matters of significance. @VPIndia pic.twitter.com/zRFf6hnTSx
ଅଧିକ ପଢ଼ନ୍ତୁ: ରୋହିତ ପାକିସ୍ତାନ ଯିବେ କି ନାହିଁ, ତାହା ସ୍ଥିର ହୋଇନି: ବିସିସିଆଇ ସଚିବ