ଜମ୍ମୁ କଶ୍ମୀର ଓ ଲଦାଖ୍‌ରେ ଲାଗୁ ହେବ ସପ୍ତମ ବେତନ କମିସନ୍‌

ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୩୧ ତାରିଖରୁ ଦୁଇଟି ନୂଆ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ କଶ୍ମୀର ଏବଂ ଲଦାଖ୍‌ର ସମସ୍ତ ସରକାରୀ କର୍ମଚାରୀମାନେ ସପ୍ତମ ବେତନ କମିସନ୍‌ ସୁପାରିସ ଆଧାରରେ ଦରମା ପାଇବେ। କେନ୍ଦ୍ର ଗୃହ ମନ୍ତ୍ରାଳୟ ଏସଂକ୍ରାନ୍ତରେ ଆବଶ୍ୟକୀୟ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଜମ୍ମୁ କଶ୍ମୀର ଏବଂ ଲଦାଖ୍‌ର ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ସପ୍ତମ ବେତନ କମିସନ୍‌ ଆଧାରରେ ଦରମା ପ୍ରସ୍ତାବକୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସ୍ବୀକୃତି ପ୍ରଦାନ କରିବାପରେ ଏହା ଆସନ୍ତା ୩୧ ତାରିଖରୁ କାର୍ଯ୍ୟକାରୀ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.