ରାଷ୍ଟ୍ରପତିଙ୍କ ଅଭିଭାଷଣରେ ମହାନଦୀକୁ ପ୍ରଦୂଷଣମୁକ୍ତ କରାଯିବା ପ୍ରସଙ୍ଗ

ନୂଆଦିଲ୍ଲୀ: ଗୁରୁବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇ କହିଲେ ଯେ ଦେଶର ନଦୀଗୁଡ଼ିକୁ ପ୍ରଦୂଷଣ ମୁକ୍ତ କରିବାକୁ ସରକାର କାମ କରିବେ।

କାବେରୀ, ପେରିୟାର୍‌, ମହାନଦୀ, ନର୍ମଦା ଏବଂ ଗୋଦାବରୀ ଆଦି ନଦୀଗୁଡ଼ିକୁ ପ୍ରଦୂଷଣମୁକ୍ତ କରିବାକୁ ସରକାର ଉଦ୍ୟମ କରିବେ ବୋଲି ରାଷ୍ଟ୍ରପତି ଗୁରୁତ୍ୱାରୋପ କରି କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

ସମ୍ବନ୍ଧିତ ଖବର

Comments are closed.