ନୂଆଦିଲ୍ଲୀ : ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ଉପରୁ କଟକଣା ନଉଠାଇବା ପାଇଁ କର୍ଣ୍ଣାଟକ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ହୋଇଥିବା ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଛି। ଏହି ମାମଲାରେ ସୁପ୍ରିମକୋର୍ଟ କର୍ଣ୍ଣାଟକ ସରକାରକୁ ନୋଟିସ ପଠାଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୫ରେ କରିବା ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp