ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଗୁରୁତର

Advertisment

ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲା ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ସୀମାରେ ଥିବା ସରଣ୍ଡା ଜଙ୍ଗଲରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ହୋଇଛି...

ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲା ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ସୀମାରେ ଥିବା ସରଣ୍ଡା ଜଙ୍ଗଲରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ହୋଇଛି...

IED blast in Saranda forest: One jawan critically injured

IED blast in Saranda forest: One jawan critically injured Photograph: (sambad.in)

ସୁନ୍ଦରଗଡ଼: ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲା ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ସୀମାରେ ଥିବା ସରଣ୍ଡା ଜଙ୍ଗଲରେ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ ହୋଇଛି।

ବିସ୍ଫୋରଣରେ ଝାଡ଼ଖଣ୍ଡ ଜାଗୁଆର୍‌ର ଯବାନ ମନୋଜ ଦମାଇ ଗୁରୁତର ଆହତ ହୋଇଛନ୍ତି । ଛୋଟନାଗରା ଥାନା ଅନ୍ତର୍ଗତ ବାବୁଡରା ନିକଟ ସରଣ୍ଡା ଜଙ୍ଗଲରେ ନକ୍ସଲଙ୍କ ଦ୍ବାର ବିଛାଯାଇଥିବା ଆଇଇଡି ବିସ୍ପୋରଣ ହୋଇଥିଲା। 

ଅଧିକ ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏଇଇ

ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚି ଏୟାର ଲିଫ୍ଟ କରାଯାଉଛି । ଗତ କାଲି ସରଣ୍ଡା ଜଙ୍ଗଲରୁ ୧୮ ହଜାର ଡେଟୋନେଟର୍ ଝାଡ଼ଖଣ୍ଡ ଜାଗୁଆର୍ ଓ ସିଆରପିଏଫ୍‌ର ୬୦ ବାଟାଲିୟନ ମିଳିତ ଭାବେ ସର୍ଚ୍ଚ ଅପରେସନ କରି ୧୮ ହଜାର ଡେଟୋନେଟର୍ ଜବତ କରିଥିଲେ।

ଅଧିକ ପଢ଼ନ୍ତୁ: ଖୋଲୁ ଖୋଲୁ ପୁଣି ବନ୍ଦ: ୨୪ ଘଣ୍ଟାରେ ପୁଣି ବ୍ୟାନ୍ ହେଲା ପାକିସ୍ତାନୀ ସେଲିବ୍ରିଟିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ

sundargarh | jharkhand | Odisha | Naxal

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe