PM Modi Odisha Photograph: (sambad.in)
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ରାଜ୍ୟର ଧଉଳି ଶାନ୍ତିସ୍ତୁପ ପ୍ରମାଣିତ କରିଥିଲା ଯେ, ତରବାରୀ ଦ୍ବାରା ହୃଦୟ ଜୟ ଅବା ଶାନ୍ତି ପ୍ରତିଷ୍ଠା କରାଯାଇପାରେ ନାହିଁ।
ଯେତେବେଳେ ଦୁନିଆରେ ଖଣ୍ଡା ଦ୍ୱାରା ସାମ୍ରାଜ୍ୟ ବିସ୍ତାର କରିବାକୁ ଏକ ସମୟ ଥିଲା, ସେତେବେଳେ ଆମ ସମ୍ରାଟ ଅଶୋକ ଶାନ୍ତିର ରାସ୍ତା ବାଛିଥିଲେ।
ଅଧିକ ପଢ଼ନ୍ତୁ: ଦେଶର କଳା,ସଂସ୍କୃତି,ପରମ୍ପରାର ପ୍ରସାର ବିଶ୍ଵ ଦରବାରରେ କରିବା ପାଇଁ ଶପଥ ନେବା: ମୁଖ୍ୟମନ୍ତ୍ରୀ
Follow Us