ନୂଆଦିଲ୍ଲୀ: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦିନକରେ ୩ଲକ୍ଷ ୨୩ ହଜାର ୧୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ ହଜାର ୩୦୭ରେ ପହଞ୍ଚିଛି ।
ସେହିପରି ଦିନକରେ ୨ ହଜାର ୭୭୧ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏପର୍ଯ୍ୟନ୍ତ ମୋଟ ୧ ଲକ୍ଷ ୯୭ହଜାର ୮୯୪ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଗତ ୨୪ ଘଣ୍ଟାରେ ୨ଲକ୍ଷ ୫୧ ହଜାର ୮୨୭ଜଣ ସୁସ୍ଥ ହୋଇଛନ୍ତି । ମୋଟରେ ୧କୋଟି ୪୫ ଲକ୍ଷ ୫୬ ହଜାର ୨୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ୨୮ ଲକ୍ଷ ୮୨ ହଜାର ୨୦୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/Corona-in-India-on-27th-April_Thumbnail.jpg)