ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି

Advertisment

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି ।

Updated On

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି ।

ଅଦ୍ୟତନ ହୋଇଛି
cji

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି ।

ଜଷ୍ଟିସ୍ ଗଭାଇ ୧୪ ମଇ, ୨୦୨୫ରେ ଭାରତର ୫୨ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ଭାରତର ବର୍ତ୍ତମାନର ମୁଖ୍ୟ ବିଚାରପତି ସଞ୍ଜୀବ ଖାନ୍ନା ତାଙ୍କ ନାମ ସୁପାରିଶ କରିଥିଲେ। ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ରେ ଶେଷ ହେଉଛି। ବି.ଆର. ଗଭାଇ ଦାୟିତ୍ୱ ଗ୍ରହଣ କରିବା ପରେ ୬ ମାସ ପାଇଁ ସିଜେଆଇ ଭାବରେ କାର୍ଯ୍ୟ କରିବେ ଏବଂ ନଭେମ୍ବର  ୨୦୨୫ରେ ଅବସର ନେବେ।

ଜଷ୍ଟିସ୍  ଗଭାଇ ମୂଳତଃ ମହାରାଷ୍ଟ୍ରର ଅମରାବତୀ ଜିଲ୍ଲାର ବାସିନ୍ଦା। ତାଙ୍କ କ୍ୟାରିୟରରେ ଉଲ୍ଲେଖନୀୟ ନିଷ୍ପତ୍ତି ମଧ୍ୟରେ ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟାଇବା ଏବଂ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଅନ୍ତର୍ଭୁକ୍ତ।

ଜଷ୍ଟିସ୍ ଗଭାଇଙ୍କ ନିଯୁକ୍ତି ସଂପର୍କରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘାଓ୍ବାଲ ଏକ୍ସରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe