ଜାକର୍ତା: ଇଣ୍ଡୋନେସିଆର ଲମ୍ବକ୍ରେ ଗତକାଲି ହୋଇଥିବା ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା ଆଜି ୧୦୦ ଟପିଛି। ପ୍ରାୟ ୩୦୦ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିପାରେ। ଗତକାଲି ୬.୯ ତୀବ୍ରତାର ଭୂକମ୍ପ ଆତଙ୍କ ଖେଳାଇ ଦେଇଥିଲା।
ଇଣ୍ଡୋନେସିଆ ଭୂକମ୍ପ: ମୃତ୍ୟୁସଂଖ୍ୟା ୧୦୦ ଟପିଲା
/sambad/media/post_attachments/wp-content/uploads/2018/08/indonesia-earthquake_4381896.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)