ଇଶା କୋପିକର ବିଜେପିରେ ସାମିଲ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଇଶା କୋପିକର ଆଜି ବିଜେପିରେ ସାମିଲ ହୋଇଛନ୍ତି। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତିରେ ମୁମ୍ବାଇରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଇଶା ବିଜେପିରେ ଯୋଗଦେଇଥିଲେ ତାଙ୍କୁ ବିଜେପି ମହିଳା ମୋର୍ଚ୍ଚାର ପରିବହନ ଶାଖା କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

ସମ୍ବନ୍ଧିତ ଖବର