ସେପ୍ଟେମ୍ବରକୁ ଘୁଞ୍ଚିଲା ଜେଇଇ ଓ ଏନଇଇଟି ପରୀକ୍ଷା

Advertisment
ସେପ୍ଟେମ୍ବରକୁ ଘୁଞ୍ଚିଲା ଜେଇଇ ଓ ଏନଇଇଟି ପରୀକ୍ଷା

image Credit : India Today

ନୂଆଦିଲ୍ଲୀ : କରୋନା ମହାମାରୀ ପରିପ୍ରେକ୍ଷୀରେ ଜେଇଇ ଓ ଏନଇଇଟି ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ନୂଆ ତାରିଖ ଘୋଷଣା କରିଛନ୍ତି । ଆସନ୍ତା ସେପ୍ଟେମ୍ବର ୧-୬ ମଧ୍ୟରେ ଜେଇଇ ମେନ ପରୀକ୍ଷା ଅନୁଷ୍ଠିତ ହେବ । ଆଡଭାନ୍ସଡ ପରୀକ୍ଷା ସେପ୍ଟେମ୍ବର ୨୭ରେ ହେବ । ଏନଇଇଟି ପରୀକ୍ଷା ସେପ୍ଟେମ୍ବର  ୧୩ରେ ହେବ । ଛାତ୍ରଛାତ୍ରୀଙ୍କ ନିରାପତ୍ତାକୁ ନଜରରେ ରଖି ଏହି ପରୀକ୍ଷାକୁ ଘୁଞ୍ଚାଇଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe