ଚେନ୍ନାଇ: ଡିଏମ୍କେ ମୁଖ୍ୟ ତଥା ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥା ଆଜି ସ୍ଥିର ଥିବା ଜଣାପଡ଼ିଛି। କାବେରୀ ହସ୍ପିଟାଲ୍ ଆଇସିୟୁରେ ଚିକିତ୍ସାଧୀନ ଥିବା କରୁଣାନିଧିଙ୍କୁ ଆଜି ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଇ କେ ପଲାନିସ୍ୱାମୀ ଏବଂ ଉପମୁଖ୍ୟମନ୍ତ୍ରୀ ଓ ପନିରସେଲଭମ୍ ଭେଟିଛନ୍ତି। ଏନ୍ସିପି ମୁଖ୍ୟ ଶରଦ ପାଓ୍ଵାର ମଧ୍ୟ ଆଜି ହସ୍ପିଟାଲ୍ରେ କରୁଣାନିଧିଙ୍କୁ ଭେଟିଛନ୍ତି।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us